Advertisement
  • Priyambada Rana

    ପ୍ରିୟମ୍ବଦା ରଣା

Stories by Priyambada Rana

ଜାରି ରହିଛି ବର୍ଷା, ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ହୋଇପଡିଛି ଜନ ଜୀବନ

weather report

ଜାରି ରହିଛି ବର୍ଷା, ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ହୋଇପଡିଛି ଜନ ଜୀବନ

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ହୋଇପଡିଛି ଜନ ଜୀବନ। ତେବେ, ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ ଏକ ଆଶ୍ଚର୍ଯ୍ୟ କଲାପରି ଖବର ଦେଇଛି। ୩୦  ତାରିଖ ଯାଏଁ ପାଗ ଶୁଖିଲା ରହିବା ସହ କାଁ ଭାଁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଆଜି ବିଶେଷକରି, କଟକ,ଭଦ୍ରକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।  ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା  ଡ. ମନୋରମା ମହାନ୍ତି କହିଛନ୍ତି ଯେ,  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ  ଏବେ ଦୁର୍ବଳ ହୋଇ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  

Sep 28,2024, 19:13 PM IST

Trending news

Read More