Advertisement

Weather report

alt
Sep 28,2024, 19:41 PM IST
alt
ଆସୁଛି ଆଉ ଏକ ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ ଟି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ ଘଡି ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ କିଛି ଜିଲ୍ଲାକୁ ଆଜି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି , ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ର
Sep 24,2024, 19:13 PM IST
alt
Sep 19,2024, 19:04 PM IST
alt
Sep 17,2024, 15:52 PM IST
alt
ରାଜ୍ୟରେ ଜାରି ରହିଛି ବର୍ଷା । ଗଭୀର ଅବପାତ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷାରେ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋରାପୁଟ୍ ଓ ରାୟଗଡାରେ ବି ସ୍ଥିତି ବେହାଲ ହୋଇଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆଜି ବି ବର୍ଷା ଲାଗି ରହିବ। ତେବେ, ପଶ୍ଚିମ ଓଡି଼ଶାରେ ପ୍ରବଳ ବର୍ଷା ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ଦିନ ପୁରୀ ପାଖରେ ଓଡି଼ଶା ଉପକୂଳ ଅତିକ୍ରମ କରିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବାସହ ଆଭ୍ୟନ୍ତରୀଣ ଓଡ଼ିଶା ଆଡକୁ ଯାଉଛି। ଏହା ଦୁର୍ବଳ ହୋଇ ଅବପାତକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବଂ ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର ଛତିଶଗଡ ଆଡ଼କୁ ଗତି କରିବ। ମଙ୍ଗଳବାର ସୁଧା ଏହା ଆହୁରି ଦୁର
Sep 10,2024, 15:52 PM IST
alt
Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ସୋମବାର ଏହା ଅବପାତ ରୂପ ନେବ। ଲଘୁଚାପ ପ୍ରଭାବରେ ଶନିବାର ରାଜ୍ୟର କିଛି ସ୍ଥାନରେ ନିର୍ଧୁମ୍ ବର୍ଷା ହେବ। ଗଞ୍ଜାମ, ଗଜପତି, ରାୟଗଡା,ପୁରୀ, ଖୋର୍ଦ୍ଧା, କୋରାପୁଟ୍ , ମାଲକାନଗିରି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି, ଆଜି ବାଲେଶ୍ବର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ , ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହୋଇପାରେ।
Sep 7,2024, 16:52 PM IST
alt
Sep 5,2024, 14:13 PM IST
alt
Aug 27,2024, 17:46 PM IST
alt
ବଙ୍ଗୋପସାଗରରେ ସୃଷ୍ଟିହେଲା ବଡ଼ ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗରେ ଘୂର୍ଣ୍ଣିବଲୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ଦୁଇଦିନରେ ଏହା ଉତ୍ତର ପଶ୍ଚିମ ଆଡ଼କୁ ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ରାତିରୁ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ବିସ୍ତୃତ ବର୍ଷା ସହ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଆସନ୍ତା ୨୦ ତାରିଖ ଯାଏଁ ହାଲୁକାରୁ ମଧ୍ଯମଧରଣ ବର୍ଷା
Aug 16,2024, 18:52 PM IST
Read More

Trending news