ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର, ସୁ-ସମ୍ବାଦ ମିଳିବା ସହ...
ALSO READ: Guru Shani Yuti 2024: ବୃହସ୍ପତି-ଶନି ବଦଳାଇବେ ଏହିସବୁ ରାଶିଙ୍କ ଭାଗ୍ୟ, ଅକ୍ଟୋବରରୁ ଆରମ୍ଭ ହେବ ଶୁଭ ସମୟ!
ମିଥୁନ: ବୁଧଙ୍କ କୃପାରୁ କର୍ମକ୍ଷେତ୍ରରେ ସଫଳତା ମିଳିବ। ପ୍ରତ୍ୟକ କାର୍ଯ୍ୟରେ ସହକର୍ମୀ ମାନଙ୍କର ସହଯୋଗ ମିଳିବ। ପରିବାରରେ ହସଖୁସି ର ମାହୋଲ୍ ଦେଖିବାକୁ ମିଳିବ। ବ୍ୟବସାୟୀଙ୍କ ପାଇଁ ସମୟ ଖୁବ୍ ଭଲ ରହିବ। ବ୍ୟବସାୟରେ ଯଶ ମିଳିବ। ସ୍ଵାସ୍ଥ୍ୟ ଭଲ ରହିବା ସହ ମାନସିକ ଚିନ୍ତା ଦୂର ହେବ। ନିଜ ବନ୍ଧୁମାନଙ୍କ ଠାରୁ କୌଣସି ପ୍ରକାର ସାହାର୍ଯ୍ୟ ପାଇବେ।
ବିଛା: ପୁରୁଣା ବିବାଦର ଅନ୍ତ ଘଟିଲେ ମଧ୍ୟ ମନ ଅଶାନ୍ତ ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ରୋଧର କାରଣରୁ ଅପିସ୍ କିମ୍ବା ଘରେ ମନମାଳିନ୍ୟ ହେବାର ଆଶଙ୍କା ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ମଧ୍ୟାହ୍ନ ପରେ ନୂଆ କାର୍ଯ୍ୟର ପ୍ରାରମ୍ଭ ନ କରିବାପାଇଁ ଉପଦେଶ ଦିଆଯାଉଛି। ବାଣୀ ଏବଂ ବ୍ୟବହାର ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ କୌଣସି ପ୍ରକାର ଧାର୍ମିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ହୋଇପାରେ।
ମକର: ବୁଧଙ୍କ କୃପାରୁ ଚମକିବାକୁ ଯାଉଛି ଏହି ରାଶିର ଭାଗ୍ୟ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିଦେଶ ବ୍ୟାପାରରେ ଲାଭ ହେବ। ଆପଣଙ୍କ ହାତରେ ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟ ହେବ । ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ତରଫରୁ ସୁଖ ମିଳିବ। ରିୟଲି-ଇ-ଷ୍ଟେଟ୍ ବ୍ୟବସାୟ କ୍ଷେତ୍ରରେ ନୂତନ ପ୍ରୋଜେକ୍ଟ ପାଇବେ। ପାରିବାରିକ ଜୀବନରେ ଆନନ୍ଦର ବାତାବରଣ ରହିବ।
କୁମ୍ଭ : ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଅସୁବିଧା ହୋଇପାରେ। ବ୍ୟବସାୟରେ ସରକାରଙ୍କର ହସ୍ତକ୍ଷେପ ବଢ଼ିବ। ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହେବ। ଆଧ୍ୟାତ୍ମିକ ଏବଂ ଧାର୍ମିକ ବ୍ୟବହାରରେ ବୃଦ୍ଧି ହେବ। ବାମ ଆଖିରେ ଅସୁବିଧା ଏବଂ ଯନ୍ତ୍ରଣାର ଆଶଂକା ଅଛି। ସ୍ତ୍ରୀ -ତଥା ସନ୍ତାନଙ୍କର ଚିନ୍ତା ରହିବ। ଚାକିରିରେ ପ୍ରମୋସନର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଅନୁକୂଳ ବାତାବରଣ ରହିବ।
ट्रेन्डिंग फोटोज़