Horoscope Today 5th February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୫ ହେଉଛି ବୁଧବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ମେଷ- ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ନେଇ ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହଯୋଗ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଦୀର୍ଘ ଦିନରୁ ଭାବୁଥିବା କାର୍ଯ୍ୟଟି ଆଜି ପୂରଣ ହେବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନ ସମ୍ମାନ ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ପାଇବ ।
ALSO READ: ଅଭିନେତା ଅନୁଭବଙ୍କ ପାଇଁ ରାତି ଅଧରେ ଏହି ଭିଡିଓ ସେୟାର କଲେ ବର୍ଷା! ଦେଖନ୍ତୁ
କୁମ୍ଭ- ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ- ଚାକିରୀରେ ପଦ ମର୍ଯ୍ୟାଦା ପ୍ରାପ୍ତି ହେବ । ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟାର ସମାଧାନ ହେବ । ଜମିଜମା ବିବାଦରେ ସଫଳତା ମିଳିବ।
ट्रेन्डिंग फोटोज़