Horoscope Today 14 February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୧୪ ହେଉଛି ଶୁକ୍ରବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ସିଂହ- ଦିନଟି ମଧ୍ୟମ ଫଳ ପ୍ରାପ୍ତ କରିବ। ବ୍ୟବସାୟ ଭଲ ହେବ । ନୂଆ ଚାକିରି ମିଳିପାରେ । ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି । ଛାତ୍ରଛାତ୍ରୀମାନେ ପାଠରେ ମନଯୋଗ ଦେବେ ।
ମକର- ପୁରୁଣା ଋଣ ପରିଶୋଧ କରିବାକୁ ସକ୍ଷମ ହେବେ । ଅଟକି ରହିଥିବା ଧନ ପ୍ରାପ୍ତ ହେବ । କରିଥିବା ଭଲ କର୍ମର ଫଳ ପ୍ରାପ୍ତ ହେବ । ବ୍ୟାପାରରେ ଅଧିକ ଲାଭ ଯୋଗ ରହିଛି ।
କୁମ୍ଭ- ନୂତନ ବ୍ୟବସାୟ ପାଇଁ ପୁଞ୍ଜି ନିବେଶ କରିବେ । ରାଜନୀତିରେ ଉଚ୍ଚ ପଦ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ନୂତନ କାର୍ଯ୍ୟରେ ମନୋନିବେଶ କରିବେ। ପରିବାରରେ ସୁଖ ସମ୍ମାନ ଲାଗି ରହିବ । ସ୍ବାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଲାଗି ରହିପାରେ ।
ट्रेन्डिंग फोटोज़