Horoscope Today 18 February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୧୮ ହେଉଛି ମଙ୍ଗଳବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ALSO READ: Guru Gochar 2025: ଏହିସବୁ ରାଶିଙ୍କୁ ମାଲାମାଲ୍ କରିବେ ବୃହସ୍ପତି, କିଣିବେ ନୂଆ ଗାଡି ସହ ଘର...
ALSO READ: Weekly Special Horoscope: ଫେବୃଆରୀର ତୃତୀୟ ସପ୍ତାହ କେମିତି ରହିବ ୧୨ ରାଶିଙ୍କ ଭାଗ୍ୟ, ଜାଣନ୍ତୁ
ବୃଷ- ଆଜି କିଛି ନୂତନ କାର୍ଯ୍ୟ ଆରମ୍ଭ କରିବେ। ସର୍ବ କାର୍ଯ୍ୟ ସିଦ୍ଧି ହେବା ସହ ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିଛି । ମନ ଉତ୍ସାହିତ ରହିବ। ପ୍ରେମ ସମ୍ପର୍କ ନିବିଡ଼ ହେବ।
ମିଥୁନ- ଦିନଟି ଠିକ୍-ଠାକ୍ ରହିବ। ଲାଗି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଛାତ୍ରଛାତ୍ରୀମାନେ ସଫଳତା ଅର୍ଜନ କରିବେ। ସତସଙ୍ଗରେ ମନୋନିବେଶ କରିବେ। ମଧ୍ୟମ ଫଳ ପ୍ରାପ୍ତ କରିବେ। ମନରେ ବିଶାଦ ଭାବ ସୃଷ୍ଟି ହେବ।
ट्रेन्डिंग फोटोज़