Advertisement
Photo Details/zeeodisha/odisha2617017
photoDetails0hindi

Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

Horoscope Today 26 January 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜାନୁଆରୀ ୨୬ ହେଉଛି ରବିବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12
ମେଷ: ଆଜି ଦିନଟି ଶୁଭ ରହିବ। କୋର୍ଟ କଚେରୀ କାମରେ ସଫଳତା ମିଳିବ । କୌଣସି ପୁରୁଣା ଲୋନ୍‌ ଇ.ଏମ.ଆଇରୁ ଆରାମ ମିଳିବ । ଅଫିସ୍‌ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଆଜି ଲଭମେଟଙ୍କ ସମ୍ପର୍କ ବହୁତ ଭଲ ରହିବ ।   ALSO READ: Jagrati Shukla: ଜାଗୃତିଙ୍କ ସହ ଭାଇରାଲ୍ ହେଉଛି ଅନୁଭବଙ୍କ ଏହିସବୁ ଫଟୋ, ଦେଖନ୍ତୁ ALSO READ: Weekly Special Horoscope: ଜାନୁଆରୀର ଶେଷ ସପ୍ତାହରେ କେମିତି ରହିବ ୧୨ ରାଶିଙ୍କ ଭାଗ୍ୟ, ଜାଣନ୍ତୁ

2/12
ବୃଷ: ଆପଣଙ୍କ ପାଇଁ ଆଜିର ଦିନ ଭଲ ରହିବ । ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ଅଟକିଥିବା କାମ ପୂରା ହେବ । ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ ।

3/12
ମିଥୁନ: ଆଜି ଆପଣ ପୂଜା କାର୍ଯ୍ୟରେ ଧ୍ୟାନ ଦେବେ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଅଫିସ୍‌ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭମେଟଙ୍କ ପାଇଁ ଦିନଟି ଭଲ ରହିବ ।

4/12
କର୍କଟ: ଆପଣଙ୍କ ଦିନ ଠିକ୍‌ ଠାକ୍‌ ରହିବ । ନିଜ ଉପରେ ଭରସା ରଖିଲେ ଭବିଷ୍ୟତ ମଧ୍ୟ ଭଲ ରହିବ । ଓକିଲମାନଙ୍କ ପାଇଁ ଦିନଟି ଭଲ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ବିବାଦ ଥିଲେ ତାହା ବହୁତ ଶୀଘ୍ର ଠିକ୍‌ ହୋଇଯିବ । ଲଭମେଟଙ୍କ ପାଇଁ ଦିନଟି ଭଲ ରହିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି ।

5/12
ସିଂହ: ଗାଡି ମଧ୍ୟ କିଣିବା ପାଇଁ ମନ କରିବେ । ଆପଣ ଏପରି କିଛି କାମ କରନ୍ତୁ ନାହିଁ, ଯାହାକୁ ପୂରା କରିପାରିବେ ନାହିଁ । ଆପଣ ଅଧିକ ସମୟ ପରିବାର ଏବଂ ସାଙ୍ଗଙ୍କ ସହ ଅତିବାହିତ କରିବେ । ଲଭମେଟଙ୍କ ସହ ବାହାରକୁ ଯାଇ ପାରନ୍ତି । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍‌ ହେବ। ଲଭମେଟଙ୍କ ସହ ବାହାରକୁ ଯାଇପାରନ୍ତି ।

6/12

କନ୍ୟା: ଆଜି ଆପଣ ପରିବାର ସହ ସମୟ କାଟିବେ । ଛାତ୍ରଛାତ୍ରୀ ଗୁରୁଙ୍କଠାରୁ ଉପଦେଶ ନେବେ । କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଆଜି ଆପଣ ଘରକୁ ସଜାଇବା ପାଇଁ ଯୋଜନା କରିବେ । ସାଙ୍ଗଙ୍କ ସହ ଦିନଟି ଭଲ ରହିବ ।

7/12
ତୁଳା: ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍‌ କାମରେ ଯାତ୍ରା କରିପାରନ୍ତି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ । ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ । ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ ରହିବ । ବାହାରକୁ ଯାତ୍ରା କରିବାର ସମ୍ଭାବନା ରିହିଛି ।

8/12

ବିଛା: ଚାକିରିରେ ପଦୋନ୍ନତି ମିଳିବ । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍‌ ହେବ। ଲଭମେଟଙ୍କ ସହ ବାହାରକୁ ଯାଇପାରନ୍ତି । ଲଭମେଟ ନିଜ ସାଥିକୁ କୌଣସି ଭଲ ଉପହାର ଦେବେ । ଯାହାଦ୍ୱାରା ସମ୍ପର୍କ ସଦୃଢ ହେବ । ଅଫିସ୍‌ କାମରେ ବିଳମ୍ବ ହେବ ।

9/12
ଧନୁ: ଆଜି ଆପଣଙ୍କ ଦିନ ଉତ୍ତମ ରହିବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପୂର୍ଣ୍ଣବାର ଭାବିବା ଉଚିତ୍‌ ହେବ । ଅଧିକାରୀ ଆପଣଙ୍କ ଉପରେ ଖୁସି ରହିବେ । ରାଜନୀତିରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ଲଭମେଟଙ୍କ ପାଇଁ ଦିନଟି ଭଲ ରହିବ । ଅନ୍‌ଲାଇନ୍‌ ବ୍ୟବସାୟୀଙ୍କୁ ଲାଭ ମିଳିବ । ଦାମ୍ପତ୍ୟ ଜୀବନରେ ଶୁଭ ସମାଚାର ମିଳିପାରେ।

10/12
ମକର : ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍‌ କାମରେ ଯାତ୍ରା କରିପାରନ୍ତି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ । ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ । ଯାହାଦ୍ୱାରା ପୂରା ଦିନ ଆପଣ ଖୁସି ରହିବେ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ । ଚାକିରି ମିଳିବାର ସମ୍ଭାବନା ରହିଛି ।

11/12

କୁମ୍ଭ: ଆଜି ଆପଣ ପରିବାର ସହ ସମୟ କାଟିବେ । ଛାତ୍ରଛାତ୍ରୀ ଗୁରୁଙ୍କଠାରୁ ଉପଦେଶ ନେବେ । କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ।

12/12

ମୀନ: ଏହି ରାଶିର ଲୋକେ କିଛି ଚୁକ୍ତି ସ୍ୱାକ୍ଷର କରିବେ । ଜୀବନସାଥୀଙ୍କ ସହ ଝଗଡା ଦୂର ହେବ । ଆଜି ଆପଣ ପୂଜା କାର୍ଯ୍ୟରେ ଧ୍ୟାନ ଦେବେ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଅଫିସ୍‌ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ ।