୨ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
Advertisement
Article Detail0/zeeodisha/odisha2497101

୨ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ନଭେମ୍ବର ୪  ଓ ୧୧  ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ 

୨ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ନଭେମ୍ବର ୪ ତାରିଖ (ସୋମବାର) ଏବଂ ୧୧ତାରିଖ (ସୋମବାର) ଦିନ ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Also Read- Kidney Detox Drinks: ସୁସ୍ଥ କିଡନୀ ପାଇଁ ପିଅନ୍ତୁ ଏହି ଜିନିଷ

Also Read- Weekly Lucky Zodiac Sign: ନଭେମ୍ୱର ୪ରୁ ୧୦, ୫ଟି ରାଶିର ଭାଗ୍ୟ ଉଜ୍ୱଳ