Weather News: ଗୁରୁବାର ଭୁବନେଶ୍ବର ସମେତ ୮ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଏବଂ ତାହା ଠାରୁ ଅଧିକ ଥିଲା। ସବୁଠୁ ଉତ୍ତପ୍ତ ସହର ଅନୁଗୁଳ ଥିଲା। ଏଠାରେ ପାରଦ ୩୫.୯ ଡିଗ୍ରୀ ଥିଲା।
ଫେବୃଆରୀ ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।
ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରି କରାଯାଇଛି ।
ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।
ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରି କରାଯାଇଛି ।
ଫେବୃଆରୀ ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ରାଜ୍ୟର ଅନେକ ସ୍ଥାନରେ ପାଗ ଶୁଖିଲା ରହିଥିବା ଦେଖିବାକୁ ମିଳିଛି
ट्रेन्डिंग फोटोज़