Puri News: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2531962

Puri News: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ

Puri News: ଆସନ୍ତାକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ।

Puri News: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ

Puri News: ଆସନ୍ତାକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ।  ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ  ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ALSO READ: Asima Panda Viral Video: ହୋଟେଲ୍-ରୁ ଭାଇରାଲ୍ ହେଲା କଣ୍ଠଶିଳ୍ପୀ ଅସୀମା ପଣ୍ତାଙ୍କ ଏହି ଭିଡିଓ, ଦେଖନ୍ତୁ

ALSO READ: Gold Rate Today: ଆଜି ସୁନାଦରରେ ରେକର୍ଡ ହ୍ରାସ, ୫୮ ହଜାର ତଳକୁ ଖସିଲା ଭରି ପିଛା ମୂଲ୍ୟ