Gold Rate Today: ଜାଣନ୍ତୁ ଆଜି କେତେ ରହିଛି ଭରି ପିଛା ସୁନା ଦର...
Advertisement
Article Detail0/zeeodisha/odisha2490352

Gold Rate Today: ଜାଣନ୍ତୁ ଆଜି କେତେ ରହିଛି ଭରି ପିଛା ସୁନା ଦର...

Gold Rate Today: ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ହୋଇଛି। 

Gold Rate Today: ଜାଣନ୍ତୁ ଆଜି କେତେ ରହିଛି ଭରି ପିଛା ସୁନା ଦର...

Gold Rate Today: ସୁନା ପ୍ରେମୀଙ୍କ ଲାଗି ବଡ଼ ଖବର।  କିଛିଦିନ ପରେ ଆସୁଛି ଧନତେରାସ୍ ଓ ଦୀପାବଳୀ। ଏହା ପୂର୍ବରୁ ବଢିଲା ସୁନା ଦର। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଜାଣନ୍ତୁ ଭାରତର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍ ?

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ହୋଇଛି। 

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି। ଚେନ୍ନାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି। ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ସୁନାର ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି।