Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର, ଆଜି ଗ୍ରାମ ପିଛା ସୁନା ଦର..
Advertisement
Article Detail0/zeeodisha/odisha2461203

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର, ଆଜି ଗ୍ରାମ ପିଛା ସୁନା ଦର..

 Gold Rate Today: ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୨୦ ଟଙ୍କା ରହିଛି। ଏଠାରେ ମଧ୍ୟ ସୁନା ଦର ଆଜି ସ୍ଥିର ରହିଛି। ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ରହିଛି । ୨୨ ଓ ୨୪ କ୍ୟାରେଟ୍ ଭରି ପିଛା ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି।

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର, ଆଜି ଗ୍ରାମ ପିଛା ସୁନା ଦର..

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକିଛି ଦିନ ହେବ ସୁନା ଦରରେ ହୁ ହୁ ହୋଇ ବଢିବାରେ ଲାଗିଛି। ପାର୍ବଣ ଋତୁରେ ସୁନାଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇନାହିଁ।

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୨୦ ଟଙ୍କା ରହିଛି। ଏଠାରେ ମଧ୍ୟ ସୁନା ଦର ଆଜି ସ୍ଥିର ରହିଛି। ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ରହିଛି । ୨୨ ଓ ୨୪ କ୍ୟାରେଟ୍ ଭରି ପିଛା ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି।

ସେହିପରି ଦକ୍ଷିଣ ଭାରତର ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୨୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି। ଏଠାରେ ମଧ୍ୟ ସୁନା ଦର ସ୍ଥିର ରହିଛି। ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ମୂଲ୍ୟ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଓ ୧୮ କ୍ୟାରେଟ୍ ର ଦାମ୍ ୫୮,୨୬୦ ଟଙ୍କା ରହିଛି। ଆଜି ଏଠାରେ ମଧ୍ୟ ସୁନା ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନଥିବା ଦେଖିବାକୁ ମିଳିଛି।