Advertisement
Photo Details/zeeodisha/odisha2648178
photoDetails0hindi

Gold Rate: ୮୦ ହଜାର ଟପିବା ଉପରେ ସୁନା ଦର, ଓଡ଼ିଶାରେ ଭରି ପିଛା ସୁନା...

Gold Rate: ଦେଶରେ ଆରମ୍ଭ ହୋଇଯାଇଛି ବିବାହ ଋତୁ। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଦେଖିବାକୁ ମିଳିଥିବା ବେଳଏ ଆଜି ରବିବାର ଥିବାରୁ ସୁନା ମୂଲ୍ୟ ସ୍ଥିର ରହିଛି। 

1/6
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯, ୯୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୧୭୦ ଟଙ୍କା ରହିଛି। 

2/6

ସେହିପରି ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୧୭୦ ଟଙ୍କା ରହିଛି। 

3/6

କୋଲକାତାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୧୭୦ ଟଙ୍କା ରହିଛି। 

4/6
ନୂଆ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୦୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୩୨୦ ଟଙ୍କା ରହିଛି।

5/6

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୧୭୦ ଟଙ୍କା ରହିଛି। 

6/6
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍  ୮୭,୧୭୦ ଟଙ୍କା ରହିଛି।