Advertisement
Photo Details/zeeodisha/odisha2466891
photoDetails0hindi

Gold Rate Today: ଦଶହରା ପୂର୍ବରୁ ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ବରରେ ଭରି ପିଛା କେତେ ରହିଛି ରେଟ୍?

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର।  ଦଶହରା ପୂର୍ବରୁ ଖସିଲା ସୁନା ରେଟ୍। ଗତକାଲି ରେଟ୍ ହ୍ରାସ ପାଇଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ତେବେ, ଆସନ୍ତୁ ଜାଣିବା ଆଜି ଦେଶର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୨୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୬୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।

ALSO READ: RatanTata: ରତନ ଟାଟାଙ୍କ ପ୍ରେମିକା କିଏ? ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା

ALSO READ: Petrol Diesel Price Today: ଦଶହରା ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା, ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୮୩୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନାଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ରେ ୧୦ ଗ୍ରାମ୍ ପିଛା ଦର ୭୦,୨୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୬୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

 

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୬୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ପିଛା ୧୦ ଟଙ୍କା କମିଛି।

 

5/5

ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୨୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୬୮୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ର ଦାମ୍ ୫୭, ୫୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ୧୮,୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।