Advertisement
Photo Details/zeeodisha/odisha2652010
photoDetails0hindi

Gold Rate Today: ପୁଣି ଥରେ ରେକର୍ଡ ଭାଙ୍ଗିଲା ସୁନା ଦର, ଭରି ପିଛା ଏତେ ଶହ ଟଙ୍କା ହେଲା ବୃଦ୍ଧି

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତ କିଛି ଦିନ ହେବ ସୁନା ଦର ରେକର୍ଡ଼ ଭାଙ୍ଗିବାରେ ଲାଗିଛି। ଗତକାଲି ଦର ବୃଦ୍ଧି ପାଇଥିବା ବେଳେ ଆଜି ରେଟ୍ ରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୦୦ ଟଙ୍କା ବୃଦ୍ଧି ପାଇଛି।

ALSO READ: Malavya Rajyog 2025: ଏହି ୫ରାଶିଙ୍କୁ ଧନୀ କରିବ ମାଲବ୍ୟ ରାଜଯୋଗ, ବଢିବା ବ୍ୟାଙ୍କ ବାଲାନ୍ସ ସହ କ୍ୟାରିୟରେ ମିଳିବ ସଫଳତା!

ALSO READ:  Weather Update: ଆଜିଠୁ ବର୍ଷିବ, ବିଜୁଳି ଘଡ଼ଘଡି ସହ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

2/5
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୦୦ ଟଙ୍କା ବଢିଛି।

3/5
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୬୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୦୦ ଟଙ୍କା ବୃଦ୍ଧି ପାଇଛି।

4/5
  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୦୦ ଟଙ୍କା ବୃଦ୍ଧି ପାଇଛି। 

5/5
  ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୦୦ ଟଙ୍କା ବୃଦ୍ଧି ପାଇଛି।