Advertisement
Photo Details/zeeodisha/odisha2486036
photoDetails0hindi

Gold Rate Today: ଧନତେରାସ ପୂର୍ବରୁ ସୁନା ଦରରେ ବୃହତ ହ୍ରାସ, ଜାଣନ୍ତୁ କେତେ ରହିଛି ଆଜିର ରେଟ୍?

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଦିର୍ଘ ତିନି ଦିନ ପରେ ଖସିଲା ସୁନା ରେଟ୍। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଆଗକୁ ଧନତେରାସ୍ ଓ ଦୀପାବଳି ଆସୁଥିବାରୁ ସୁନା ଚଳିତ ଥର ବ୍ୟବସାୟ ଭଲ ହେବ ବୋଲି ଆଶା ରଖିଛନ୍ତି ବ୍ୟବସାୟୀ। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ଲାଗି ଗିରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା ଭାରତର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୫୦ ଓ ୬୦୦ ଟଙ୍କା ହ୍ରାସ ପାଇଛି।

ALSO READ: Dhanteras 2024: ଧନତେରାସ୍-ରୁ ଖୋଲିବ ଏହିସବୁ ରାଶିଙ୍କ ଭାଗ୍ୟ, ବେକାରିଙ୍କୁ ମିଳିବ ଚାକିରି ସହ ବଢିବ ବ୍ୟାଙ୍କ୍ ବାଲାନ୍ସ!

 

ALSO READ: ବାର୍ କି ସୁଇମିଙ୍ଗ-ପୁଲ୍ ନୁହେଁ ପାର୍କରୁ ଭାଇରାଲ୍ ହେଲା ପୁରୀ ବୋହୂଙ୍କ ଏହି ଭିଡିଓ,ଦେଖନ୍ତୁ

 

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୦୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯, ୬୨୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୫୦ ଓ ୬୦୦ ଟଙ୍କା ହ୍ରାସ ପାଇଛି। 

 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୫୦ ଓ ୬୦୦ ଟଙ୍କା ହ୍ରାସ ପାଇଛି। 

 

4/5

ସେହିପରି ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୫୦ ଓ ୬୦୦ ଟଙ୍କା ଖସିଛି। 

5/5

ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୫୫୦ ଓ ୨୪ କ୍ୟାରେଟ୍ ରେ ୬୦୦ ଟଙ୍କା ହ୍ରାସ ପାଇଛି।