Advertisement
Photo Details/zeeodisha/odisha2447259
photoDetails0hindi

Gold Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର, ୫୮ ହଜାର ତଳେ ସୁନା ଦର

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଆଗକୁ ଆସୁଛି ପାର୍ବଣ ଆଉ ତା ପୂର୍ବରୁ ସୁନାଦରକୁ ନେଇ ଆସିଛି ବଡ଼ ଅପଡେଟ୍। ଗତ ୨ ଦିନ ହେବ ସୁନା  ରେଟ୍ ବୃଦ୍ଧି ପାଇଥିବା ବେଳେ ଆଜି ଦରରେ ଖସିଛି ନା ବଢିଛି । ଯଦି ଆପଣ ଆଜି ସୁନା କିଣିବାକୁ ଯୋଜନା କରିଛନ୍ତି । ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

 

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।   

ALSO READ:  Viral Video: ସାହୁ ଭାଉଜଙ୍କ ପରେ ଆଉ ଜଣେ ଭାଉଜଙ୍କ ଡାନ୍ସ ଭିଡିଓ ଭାଇରାଲ୍, ଲୋକଙ୍କ ହୋସ୍ ଉଡାଇବ ଏହି ଭିଡିଓ

ALSO READ:  Budhaditya Yog: ଏହିସବୁ ରାଶିଙ୍କ ଭାଗ୍ୟ ବଦଳାଇବ ବୁଦ୍ଧାଦିତ୍ୟ ଯୋଗ! ଆସନ୍ତାମାସରୁ ଆରମ୍ଭ ହେବ ଶୁଭ ସମୟ!

 

2/5
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୧୮୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।

4/5
ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଓ ୧୮ କ୍ୟାରେଟ୍ ର  ରେଟ୍ ୫୭,୭୭୦ ଟଙ୍କା ରହିଛି। ୧୮,୨୨ ଓ ୨୪ କ୍ୟାରେଟ୍  ସୁନା ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।