Advertisement
Photo Details/zeeodisha/odisha2533172
photoDetails0hindi

Gold Rate Today: ଆଜି ସୁନା ଦରରେ ପରିବର୍ତ୍ତନ, ୫୯ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦରରେ ରେକର୍ଡ଼ ହ୍ରାସ ହୋଇଥିବା ବେଳେ ଆଜି ରେଟ୍ ରେ ପରିବର୍ତ୍ତନ ହୋଇଛି। ଯାହା ଗ୍ରାହକଙ୍କୁ ଏକ ଛୋଟ ଶକ୍ତ ଝଟକା ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି, ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ।ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧, ୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୨୫୦ ଓ ୨୭୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: ଡିସେମ୍ବରରେ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଧନୀ ହେବା କିଣିବେ ନୂଆ ଘର !

ALSO READ: Job And Business Horoscope: ନଭେମ୍ବର ୨୭ରେ ଫିଟିବ ୫ ରାଶିଙ୍କ ଭାଗ୍ୟ, ଲାଭବାନ୍ ହେବେ ଚାକିରିଆ!

 

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୭୦ ଟଙ୍କା ବଢିଛି। 

 

3/5

ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନାଦରରେ ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୭୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୭୦ ଟଙ୍କା ବଢିଛି।

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୧୩୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ,  ୨୨ କ୍ୟାରେଟ୍ ରେ ୨୫୦, ୨୪ କ୍ୟାରେଟ୍ ରେ ୨୭୦  ଓ ୧୮ କ୍ୟାରେଟ୍ ରେ ୨୦୦ ଟଙ୍କା ବୃଦ୍ଧି ପାଇଛି।