Advertisement
Photo Details/zeeodisha/odisha2534555
photoDetails0hindi

Gold Rate Today: ଆଜି ପୁଣି ହ୍ରାସ ପାଇଲା ସୁନା ରେଟ୍, ଭୁବନେଶ୍ବରରେ ୧୦ ଗ୍ରାମ୍-କୁ ରହିଛି ମାତ୍ର ଏତିକି ଟଙ୍କା

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ବିବାହ ସିଜିନ୍ ରେ କମିଲା ସୁନା ରେଟ୍।  ସୁନାଦରରେ ହ୍ରାସ ହୋଇଛି। ଗତକାଲି ରେଟ୍ ଖସିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୨୦ ଓ ୧୬୦ ଟଙ୍କା ଖସିଛି। 

ALSO READ: Shani Gochar 2025: ୨୦୨୫ରେ ଶନିଙ୍କ ଶୁଭ ଚଳନ,ବଦଳିବ ୫ରାଶିଙ୍କ ଭାଗ୍ୟ,ବର୍ଷସାରା ହେବ ଟଙ୍କା ବର୍ଷା!

ALSO READ: Job And Business Horoscope: ନଭେମ୍ବର ୨୮ରେ ଫିଟିବ ୫ ରାଶିଙ୍କ ଭାଗ୍ୟ, କର୍ମକ୍ଷେତ୍ରରୁ ମିଳିବ ଶୁଭଫଳ

ALSO READ: Nisa Moharana Viral Video: ଜିମ୍-ରୁ ଭାଇରାଲ୍ ହେଲା ଯାତ୍ରା ଅଭିନେତ୍ରୀ ନିଶା ମହାରଣାଙ୍କ ଏହି ଭିଡିଓ, ଲୋକେ କହିଲେ...

 

 

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୧,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୩୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦ ଓ ୧୬୦ ଟଙ୍କା ଖସିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା କମିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୦୧୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୫୦, ୨୪ କ୍ୟାରେଟ୍ ରେ ୧୬୦ ଓ ୧୮ କ୍ୟାରେଟ୍ ରେ ୧୨୦ ଟଙ୍କା ହ୍ରାସ ପାଇଛି।