Advertisement
Photo Details/zeeodisha/odisha2405021
photoDetails0hindi

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର, ଭରି ପିଛା ଏତିକି ଟଙ୍କା ବଢିଲା ସୁନା ଦର

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦର ବୃଦ୍ଧି ହୋଇଥିବା ବେଳେ ଆଜି ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ସୁନା ରେଟ୍ ବଢିଛି। ଗତ ୨ ଦିନ ହେବ ଦରରେ ଲଗାତର ବୃଦ୍ଧି ଗ୍ରାହକଙ୍କ ମୁଣ୍ତରେ ଚଡ଼କ ପକାଇଛି। ତେବେ, ଆସନ୍ତୁ ଜାଣିବା ଭାରତର ପ୍ରମୁଖ ସହର ଗୁଡିକରେ କେତେ ରହିଛି ଆଜିର ସୁନା ଦର? 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୧୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୨୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Guru Gochar 2024: ଆଜିଠୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ୨୦୨୫ ପର୍ଯ୍ୟନ୍ତ ରହିବନି ଧନର ଅଭାବ!

ALSO READ: Road Accident: ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୪ ଜୀବନ

 

   

2/5

ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୪୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ହୋଇଛି। 

 

3/5

ସେହିପରି, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୧୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୨୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି। 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୨୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି।

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୨୬୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୪,୯୫୦ ଟଙ୍କା ରହିଛି। ଏଠାରେ ୧୮,୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି।