Advertisement
Photo Details/zeeodisha/odisha2637170
photoDetails0hindi

Gold Rate Today: ପୁଣି ବୃଦ୍ଧି ହେଲା ସୁନା ଦର, ଚିନ୍ତାରେ ଗ୍ରାହକ

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର।  ଗତକାଲି ସୁନା ଦରରେ ବ୍ରେକ୍ ଲାଗି ଥିବା ବେଳେ ଆଜି ଦରର ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୯,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Navpancham Rajyog 2025: ୫ ରାଶିଙ୍କ ଭାଗ୍ୟ ଫିଟାଇବ ନବପଞ୍ଚମ ରାଜଯୋଗ , ମାଲାମାଲ୍ ହେବା ସହ କିଣିବେ ନୂଆ ଘର...

ALSO READ: Subhadra Yojana 2025: ଖୁସି ଖବର, ଆଜି ଏହି ସମୟରେ ଆକାଉଣ୍ଟକୁ ଆସିବ 'ସୁଭଦ୍ରା' ଟଙ୍କା

ALSO READ: Rani panda Viral Video: ପୁଣି ମନ କିଣିଲେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ତା, ଦର୍ଶକଙ୍କୁ ଖାଇବାକୁ ଦେଲେ ଅରୁଆ ଭାତ ସହ ମଟନ୍

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୮୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ବଢିଛି। 

3/5
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ବୃଦ୍ଧି ପାଇଛି। 

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୫୦ ଟଙ୍କା ରହିଛି । ଏବଂ ୨୪ କ୍ୟାରେଟ୍ ର ଦାମ୍ ୮୬,୬୭୦ ଟଙ୍କା ରହିଛି। ତେବେ, ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ବୃଦ୍ଧି ହୋଇଛି। 

5/5
ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍  ରେଟ୍  ୭୯,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ବଢିଛି।