Advertisement
Photo Details/zeeodisha/odisha2610443
photoDetails0hindi

Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା ସୁନା ମୁଲ୍ୟ...

Gold Rate: ଦେଶରେ ଆରମ୍ଭ ହେବାକୁ ଯାଉଛି ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ଗ୍ରାମ ପିଛା ମାତ୍ରା ୧ ଟଙ୍କା ହ୍ରାସ ହୋଇଥିବା ବେଳେ ଆଜି ପୁଣି ୧ ଟଙ୍କା ବୃଦ୍ଧି ଦେଖିବାକୁ ମିଳିଛି। 

1/7

ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ୧୦ ଗ୍ରାମ ପିଛା ୭୪ ହଜାର ପାର୍ କରିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ।  

2/7

ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୭୪,୫୧୦ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୮୧,୨୪୦। ଗତ କାଲି ଅପେକ୍ଷା ଆଜି ୧୦ ଟଙ୍କା ବୃଦ୍ଧି ପାଇଛି।

3/7
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୧,୨୩୦ ଟଙ୍କା ରହିଛି। 

4/7

ସେହିପରି କୋଲକାତାରେ ସମାନ ଭାବେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୧,୨୪୦ ଟଙ୍କା ରହିଛି। 

5/7

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୨୪୦ ଟଙ୍କା ରହିଛି।  

6/7

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୫୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୨୪୦ ଟଙ୍କା ରହିଛି। 

7/7
ରାଷ୍ଟ୍ରୀୟ ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୬୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୩୯୦ ଟଙ୍କା ରହିଛି।