ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରିପୋର୍ଟ ଅନୁସାରେ ପରବର୍ତ୍ତୀ ୩ ଦିନରେ ଏହା ଆହୁରି ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଭିମୁଖେ ଗତି କରିବ ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.