CM Mohan majhi: ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.