Mangal Alati of Sri Jagannath: କୋଟି ଓଡିଆଙ୍କ ମଉଡ ମଣି ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ । ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ର ଙ୍କ ଦ୍ୱାରା ରାତି ୪ଟା ୫୪ ମିନିଟ୍ ସମୟରେ ହୋଇଛି। ଏବଂ ପରେ, ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ ମଧ୍ୟ ହୋଇଛି। ସକାଳୁ ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ