Weather Update: ବର୍ଷାରେ ଭିଜିବ ଦଶହରା। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ -ବାଲାଂଦେଶ ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪ ତାରିଖ ସୁଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା ହୋଇପାରେ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.