Viral Video: ଓଲିଉଡ ଅଭିନେତା ଶ୍ରୀତମ ଦାସଙ୍କ ଝିଅ ପୁନମଙ୍କ ଏହି ଭିଡିଓଟି ସୋସିଆଲ ମିଡିଆରେ ଖୁବ ଭାଇରାଲ୍ ହେବାରେ ଲାଗିଛି । ପୁନମ ଖୁବ ସୁନ୍ଦର ନୃତ୍ୟ ପରିବେଷଣ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । ଆପଣଙ୍କୁ କହିରଖୁଛୁ ଯେ, ପୁନମ ଖୁବ ନୃତ୍ୟ ବ୍ୟତିତ ଖୁବ ସୁନ୍ଦ ଅଭିନୟ ମଧ୍ୟ କରନ୍ତି । ନିଜ କଳା ମାଧ୍ୟମରେ ସେ ଅନେକ ସ୍ଥାନରୁ ପୁରସ୍କୃତ ମଧ୍ୟ ହୋଇଛନ୍ତି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.