20th Feb Weather Report: ୨୪ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ବାଲେଶ୍ବର, ଭଦ୍ରକ ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଂଜ ଜିଲ୍ଲାର ଅନେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.