ବାବୁସାନ୍ ଫିଲ୍ମସର ନୂଆ ସିନେମା ‘ବୋଉ ବୁଟୁ ଭୂତ’ରେ ଅଭିନୟ କରିଛନ୍ତି ଉତ୍ତମ ମହାନ୍ତି।
ତିନିଦିନ ହେଲା ଉତ୍ତମ ମହାନ୍ତି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏବେ ସେ ଭେଣ୍ଟିଲେଣ୍ଟରେ ଅଛନ୍ତି ।
ଜଗଦୀଶ ମିଶ୍ରଙ୍କ ନିର୍ଦ୍ଦେଶିତ ଏହି ସିନେମାରେ ଉତ୍ତମ ମହାନ୍ତି ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ଅଭିନୟ କରିଛନ୍ତି।
ଏହି ସିନେମାରେ ଅର୍ଚ୍ଚିତା ନାୟିକା ଭୂମିକାରେ ନଜର ଆସିବେ।
ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି ଓଡ଼ିଆ ସିନେମା ଜଗତର ଜଣେ ଭେଟରାନ ଅଭିନେତା।
୧୯୯୮ରେ ରୂପା ଗାଁର ସୁନାକନିଆଁ, ୧୯୯୬ରେ ପୁଅ ମୋର ଭୋଳାଶଙ୍କର, ସୁହାଗ ସିନ୍ଦୂର, ଲକ୍ଷ୍ମଣ ରେଖା ତାଙ୍କୁ ପରିଚୟ ଦେଇଥିଲା।
ଉତ୍ତମ ମହାନ୍ତିଙ୍କ ସହ ଅପରିଜିତାଙ୍କ ଯୋଡ଼ିକୁ ଦର୍ଶକ ବହୁତ୍ ପସନ୍ଦ କରିଥିଲେ।
Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହା ପ୍ରଦାନ କରାଯାଇଛି। କୌଣସି କାରଣ ପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।